Masthead

ଭିଜିଲାନ୍ସ ଚଢାଉ

ବ୍ରହ୍ମପୁର(ବଡ଼ ଖବର ବ୍ୟୁରୋ): ଆୟ ବହିର୍ଭୂତ ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢାଉ । ଗଞ୍ଜାମ ଜିଲ୍ଲା ଚିକିଟି କଲେଜ ଲାବରୋଟୋରୀ ଟେକ୍ନିସିଆନ କୈଳାସ ଚନ୍ଦ୍ର ମହାନ୍ତିଙ୍କ ଘରେ ଚଢାଉ । ବ୍ରହ୍ମପୁର ଶ୍ରୀ ଟୱାର ସ୍ଥିତ ବାସଭବନ, ଚିକିଟି ଗଡ଼ରେ ଥିବା ପୈତୃକ ଘର, କଲେଜ, ଭୁବନେଶ୍ୱର ଥିବା ଘର ସମେତ ମୋଟ ୬ଟି ସ୍ଥାନରେ ଏକ କାଳୀନ ଚଢାଉ ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା