Masthead

ପୂର୍ବତନ ପ୍ଲାନିଂ ମେମ୍ବରଙ୍କ ଘରେ ରେଡ୍

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ) ସମ୍ବଲପୁର ଉନ୍ନୟନ କର୍ତ୍ତୃପକ୍ଷର ପୂର୍ବତନ ପ୍ଲାନିଂ ମେମ୍ବରଙ୍କ ଘରେ ରେଡ୍ । ପୂର୍ବତନ ପ୍ଲାନିଂ ମେମ୍ବର ବନ୍ଦିତା ମହାପାତ୍ରଙ୍କ ଘରେ ଭିଜିଲାନ୍ସ ରେଡ୍ । ଜୁନିଅର କ୍ଲର୍କ ଲକ୍ଷ୍ମୀ ନାରାୟଣ ସାମଲଙ୍କ ଘରେ ମଧ୍ୟ ଚଢ଼ାଉ ହୋଇଛି । ଆୟ ବହିଭୂର୍ତ୍ତ ସଂପତ୍ତି ଠୁଳ ଅଭିଯୋଗରେ ରେଡ । ଭୁବନେଶ୍ୱର, ସମ୍ବଲପୁର, ଅନୁଗୁଳ, ମୟୁରଭଞ୍ଜର ୯ଟି ସ୍ଥାନରେ ରେଡ ଚାଲିଛି । ସେପ୍ଟେମ୍ବରରେ ଉଭୟଙ୍କୁ ଗିରଫ କରିଥିଲା ସମ୍ବଲପୁର ପୋଲିସ । ବିଲ୍ଡିଂ ପ୍ଲାନ ପାଇଁ ଫେକ ଆପ୍ରୁଭାଲ୍ ଚିଠି ଇସୁ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ