ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ କଳାହାଣ୍ଡି ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ଭୁବନେଶ୍ୱର ଶବର ଭିଜିଲାନ୍ସ ପଞ୍ଝାରେ। ଭୁବନେଶ୍ୱର ଶବରଙ୍କ ବାସଭବନରେ ରେଡ୍ କରୁଛି ଭିଜିଲାନ୍ସ। ଗୋଷାଣୀମୁଣ୍ଡା ସ୍ଥିତ ଘର, କୁସୁମଖୁଣ୍ଟିରେ ଥିବା ପୈତୃକ ଘର, କିଟ୍ ପଦରରେ ଥିବା ଫାର୍ମ ହାଉସ, ଧର୍ମଗଡ଼ ଓ ଭବାନୀପାଟଣା ସ୍ଥିତ ଅଫିସରେ ଚଢାଉ କରିଛି ଭିଜିଲାନ୍ସ ।

ଆଜି ସକାଳୁ ଭବାନୀପାଟଣାର ଆର୍ ଆଣ୍ଡ ବି ଡିଭିଜନର AEE ଅର୍ଥାତ୍ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଭୁବନେଶ୍ୱର ସବରଙ୍କ ଘରେ ଅଧିକ ଆୟ ବର୍ହିଭୂତ ସମ୍ପତ୍ତି ଅଭିଯୋଗରେ ଚଢାଉ ହୋଇଛି। ଭବାନୀପାଟଣାର ଗୋସାଣିମୁଣ୍ଡାରେ ଥିବା ଦୁଇ ମହଲା ବିଶିଷ୍ଟ କୋଠା, କିଟପଦରରେ ତାଙ୍କର ଫାର୍ମ ହାଉସ,ଦୁଆରସୁନିରେ ଥିବା ନିର୍ମାଣାଧୀନ କୋଠା, କାର୍ଯ୍ୟାଳୟ, ସରକାରୀ ଆବାସିକ ବାସସ୍ଥାନ ଓ କୋକସରା, କୁସୁମଖୁଣ୍ଟିର ନିଜ ଗ୍ରାମରେ ଥିବା ଦୁଇ ମହଲା ବିଶିଷ୍ଟ କୋଠାରେ ଚଢାଉ ଜାରି ରହିଛି। ଚଢାଉ ସମୟରେ ୬ ଜଣ ଡିଏସ୍ପି, ୮ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ଉପସ୍ଥିତ ରହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ