Masthead

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ ବାବୁ

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ବନଖଣ୍ଡ କାର୍ଯ୍ୟାଳୟର ଦୁଇଜଣ କର୍ମଚାରୀ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି । ସେମାନେ ହେଲେ ବ୍ରହ୍ମପୁର ବନଖଣ୍ଡ କାର୍ଯ୍ୟାଳୟର ଜୁନିଅର୍ ଆକାଉଣ୍ଟାଣ୍ଟ ସୂର୍ୟ୍ୟନାରାୟଣ ତ୍ରିପାଠୀ ଓ ୱାଇଲ୍ଡ ଲାଇଫ ଚିଲିକା ବନଖଣ୍ଡର ଜୁନିଅର୍ ଆକାଉଣ୍ଟାଣ୍ଟ ନବୀନ ବିଶୋୟୀ ।

ଉଭୟଙ୍କ ବାସଭବନ, କାର୍ଯ୍ୟାଳୟ ସମେତ ୪ଟି ସ୍ଥାନରେ ଏକକାଳୀନ ଚଢ଼ଉ କରିଛନ୍ତି ଭିଜିଲାନ୍ସ ବିଭାଗର ଅଧିକାରୀ । ୨ ଜୁନିଅର୍ ଆକାଉଣ୍ଟାଣ୍ଟଙ୍କ ଘର ବ୍ରହ୍ମପୁରରେ । ଚଢଉ ଜାରି ରହିଥିବାରୁ ସବିଶେଷ ତଥ୍ୟ ମିଳିପାରି ନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା