Masthead

ସରକାରୀ ବାବୁଙ୍କ ଘରେ ଭିଜିଲାନ୍ସ

ଅନୁଗୁଳ (ବଡ଼ ଖବର ବ୍ୟୁରୋ): ତାଳଚେର ଆରଡିର ସହକାରୀ ଯନ୍ତ୍ରୀ ଚନ୍ଦ୍ରମଣି ସାହୁଙ୍କ ସରକାରୀ ଅଫିସ ଏବଂ ବାସଭବନରେ ଭିଜିଲାନ୍ସ ଚଢ଼ାଉ। ଆୟ ବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ କରିଛି। କଟକ ଏବଂ ଅନୁଗୁଳ ଭିଜିଲାନ୍ସ ବିଭାଗ ମିଳିତ ଭାବେ ଚଢ଼ାଉ କରିଛନ୍ତି। ଚଢ଼ାଉ ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜ ଜବତ ହୋଇଛି।
ସହକାରୀ ଯନ୍ତ୍ରୀ ଚନ୍ଦ୍ରମଣି ସାହୁ ଉଭୟ ତାଳଚେର ଏବଂ ଖମାରର ଦାୟିତ୍ୱରେ ଦୀର୍ଘ ବର୍ଷରୁ ଅଛନ୍ତି। ତାଙ୍କର ଖମାର ଅଫିସରେ ମଧ୍ୟ ଚଢ଼ାଉ ଚାଲିବା ସହ ନିଜ ଘର ଢେଙ୍କାନାଳରେ ମଧ୍ୟ ଚଢ଼ାଉ ହୋଇଥିବା ସୂଚନା ମିଳିଛି। କେତେ ଟଙ୍କାର ସମ୍ପତ୍ତି ଜବତ ହୋଇଛି ଆକଳନ ହୋଇ ନ ଥିଲେ ମଧ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ