Masthead

ପିଇଓଙ୍କ ଘରେ ଭିଜିଲାନ୍ସ ରେଡ

ପଦ୍ମପୁର (ବଡ଼ ଖବର ବ୍ୟୁରୋ):ପଦ୍ମପୁର ଉପଖଣ୍ଡ ରାଜ ବୋଡା ସମ୍‌ବର ବ୍ଲକ ଦହିତା ପଞ୍ଚାୟତ ପିଇଓଙ୍କ ଘରେ ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗ । ସକାଳୁ ବରଗଡ ଭିଜିଲାନ୍ସ ଟିମର ଚଢାଉ । ପିଇଓ ପୁରନ୍ଦର ସାହୁଙ୍କ ନିଜସ୍ୱ ବାସ ଭବନରେ ଚଡାଉ । ପଦ୍ମପୁରରେ ଥିବା ଏକ ଭଡା ଘରେ ମଧ୍ୟ ଚଢାଉ ଜାରି ରଖିଛି ଭିଜିଲାନ୍ସ ଟିମ । ପୁରନ୍ଦର ସାହୁଙ୍କ ନାଁରେ ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ସମ୍ବଲପୁର ଭିଜିଲାନ୍ସ ଏସପି ସାରା ଶର୍ମାଙ୍କ ନିର୍ଦ୍ଦେଶ କ୍ରମେ ତଦନ୍ତ ପାଇଁ ବରଗଡ ଭିଜିଲାନ୍ସ ଟିମ ଚଢାଉ କରିଥିଲା । କାଗଜପତ୍ର , ଘର, ଜମିବାଡିର ମୂଲ୍ୟ ଆକଳନ ଜାରି ରହିଥିବାର ସୂଚନା ଦେଇଛନ୍ତି ବରଗଡ ଭିଜିଲାନ୍ସ ଡିଏସପି ପରମେଶ୍ୱର କିଶାନ ଓ ସମ୍ବଲପୁର ଡିଏସପି ଦାଶରଥି ସେଠୀ । ପିଇଓଙ୍କ ଘର ସହ ମୋଟ ତିନୋଟି ଜାଗାରେ ଚଢାଉ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ