Masthead

ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ କେନ୍ଦ୍ରୀୟ ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ। ରାଜେଶ ଚନ୍ଦ୍ର ମହାନ୍ତିଙ୍କ ଘରେ ଭିଜିଲାନ୍ସ ରେଡ୍। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ । ଏକକାଳୀନ ୬ଟି ସ୍ଥାନରେ ଚଢାଉ ଚାଲିଛି। ଭୁବନେଶ୍ଵର, କଟକ, ଢେଙ୍କାନାଳ ଓ ଯାଜପୁରରେ ରେଡ୍ କରାଯାଉଛି।  ରାଜେଶ ଚନ୍ଦ୍ର ମହାନ୍ତିଙ୍କ ଭୁବନେଶ୍ଵର ବରମୁଣ୍ଡା ସ୍ଥିତ ହାଉସିଂ ବୋର୍ଡ ସ୍ଥିତ ତିନି ମହଲା ଘର, ଯାଜପୁର ବଡ଼ଚଣା ସ୍ଥିତ ପୈତୃକ ଘର, ଢେଙ୍କାନାଳ ସମ୍ପର୍କୀୟଙ୍କ ଘର, ଭୁବନେଶ୍ଵର ସ୍ଥିତ ଅଫିସ ଚାମ୍ଵର, ଢେଙ୍କାନାଳ ସ୍ଥିତ ଏକ ଦୁଇ ମହଲା ଘର ଏବଂ ଫାର୍ମ ହାଉସ୍, କଟକ ସ୍ଥିତ ସହଯୋଗୀଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି। ଏହି ଚଢାଉରେ ଜଣେ ଅତିରିକ୍ତ ଏସପି, ୧୧ ଜଣ ଡିଏସପି, ୯ ଜଣ ଇନ୍ସପେକ୍ଟର, ୮ ଜଣ ଏଏସଆଇ ଏବଂ ଅନ୍ୟ ଅଧିକାରୀମାନେ ସାମିଲ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ୩ ଦିନ ଯାଏ ରହିବ କାଳବୈଶାଖୀ ପ୍ରଭାବ 🔴 ୨ ସପ୍ତାହ ପାଇଁ ଯୁଦ୍ଧ ବନ୍ଦ 🔴 ଟ୍ରମ୍ପଙ୍କ ଧମକ ପରେ ଅଚେତ ହୋଇଗଲେ ମୋଜତାବା ଖାମେନେଇ 🔴 ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି 🔴 ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଂଘର୍ଷ 🔴 ଗୋ ମାଫିଆଙ୍କ ଘରେ ବଡ଼ ଧରଣର ରେଡ୍ 🔴 ୧୦ ଯାଏ ରହିବ କାଳବୈଶାଖୀ ପ୍ରଭାବ 🔴 ଆହୁରି ୫ ଦିନ କାଳବୈଶାଖୀ ବର୍ଷା 🔴 F15 ପାଇଲଟଙ୍କୁ ଇରାନରୁ ଖୋଜି ବାହାର କଲା ଆମେରିକା 🔴 ଅତିରିକ୍ତ ମୁଖ୍ୟ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ 🔴 ୩ ଦିନ ଯାଏ ରହିବ କାଳବୈଶାଖୀ ପ୍ରଭାବ 🔴 ୨ ସପ୍ତାହ ପାଇଁ ଯୁଦ୍ଧ ବନ୍ଦ 🔴 ଟ୍ରମ୍ପଙ୍କ ଧମକ ପରେ ଅଚେତ ହୋଇଗଲେ ମୋଜତାବା ଖାମେନେଇ 🔴 ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି 🔴 ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଂଘର୍ଷ 🔴 ଗୋ ମାଫିଆଙ୍କ ଘରେ ବଡ଼ ଧରଣର ରେଡ୍ 🔴 ୧୦ ଯାଏ ରହିବ କାଳବୈଶାଖୀ ପ୍ରଭାବ 🔴 ଆହୁରି ୫ ଦିନ କାଳବୈଶାଖୀ ବର୍ଷା 🔴 F15 ପାଇଲଟଙ୍କୁ ଇରାନରୁ ଖୋଜି ବାହାର କଲା ଆମେରିକା