Masthead

ବୌଦ୍ଧ RTO ବସନ୍ତ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଆରଟିଓ । ବୌଦ୍ଧ ଆରଟିଓ ବସନ୍ତ କୁମାର ମହାପାତ୍ରଙ୍କ ଘରେ ଭିଜିଲାନ୍ସ ଚଢଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୌଦ୍ଧ, ଖୋର୍ଦ୍ଧା ଓ ଗଞ୍ଜାମ ସହ ୧୦ଟି ସ୍ଥାନରେ ଚଢଉ କରିଛି ଭିଜିଲାନ୍ସ ଟିମ୍ । ବସନ୍ତ କୁମାରଙ୍କ ଭୁବନେଶ୍ୱର ଗୌତମନଗର, କଳାରାହାଙ୍ଗା, କଳ୍ପନା ଛକ ଓ ପାହାଳରେ ଥିବା ଘରେ ରେଡ୍ କରିଛି ଭିଜିଲାନ୍ସ ଟିମ୍ । ଏହାସହ ଶୈଳଶ୍ରୀ ବିହାର, ମଞ୍ଚେଶ୍ୱର ସ୍ଥିତ ଘରେ ମଧ୍ୟ ଚଢଉ କରିଛି ଭିଜିଲାନ୍ସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ