Masthead

ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର ରାମଚନ୍ଦ୍ର ନାୟକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଭିଜିଲାନ୍ସ ଜାଲରେ ଡେପୁଟି ରେଞ୍ଜର । ଜୟପୁରର ଡେପୁଟି ରେଞ୍ଜର ରାମଚନ୍ଦ୍ର ନାୟକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍ । ରାମଚନ୍ଦ୍ରଙ୍କ ୬ଟି ଠିକଣାରେ ସକାଳୁ ଚାଲିଛି ରେଡ୍ । ଏଯାବତ ନଗଦ ୩.୫ ଲକ୍ଷ ଟଙ୍କା ଜବତ କଲାଣି ଭିଜିଲାନ୍ସ । ଭୁବନେଶ୍ବର ଓ ଜୟପୁରର ୬ଟି ସ୍ଥାନରେ ରେଡ୍ ଚାଲିଛି । ପି.ଆର୍ ପେଟା ବାସଭବନ ସମେତ ଜୟପୁର ବନଖଣ୍ଡ ଅଫିସରେ ଚଢାଉ । ଚଢାଉ ପରେ ଜଣାପଡିବ ଜବତ ସମ୍ପତ୍ତିର ଆକଳନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା