Masthead

ABDOଙ୍କ ଘରେ ଭିଜିଲାନ୍ସ ରେଡ୍

ଧର୍ମଶାଳା (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଏବିଡିଓ । ଧର୍ମଶାଳା ଏବିଡିଓ (ଆଡିସନାଲ୍‌ ବ୍ଲକ ଡେଭଲପ୍‌ମେଣ୍ଟ ଅଫିସର) ଅସିତ୍‌ କୁମାର ପାତ୍ରଙ୍କ ଘରେ ଭିଜିଲାନ୍ସ ରେଡ୍‌ । ଏକକାଳୀନ ୭ଟି ଜାଗାରେ ରେଡ୍ କରୁଛି ଭିଜିଲାନ୍ସ । ଯାଜପୁର, ଭଦ୍ରକ, କଟକ ଓ ଭୁବନେଶ୍ବରରେ ଚାଲିଛି ରେଡ୍ । ଚଢ଼ାଉରେ ୮ ଡିଏସପି, ୯ ଇନ୍ସପେକ୍ଟର ସାମିଲ ଥିବା ସୂଚନା । ଚାଉଳିଆଗଞ୍ଜ ମେଟ୍ରୋ ଆଭିନ୍ୟୁ ଆପାର୍ଟମେଣ୍ଟରେ ଏହି ରେଡ୍ ଜାରି ରହିଛି। ଧର୍ମଶାଳା କାର୍ୟ୍ୟାଳୟ, ସରକାରୀ ବାସଭବନରେ ମଧ୍ୟ ଚଢାଉ। ଭିନ୍ନ ଭିନ୍ନ ସ୍ଥାନରେ ଭିଜିଲାନ୍ସର ଟିମ୍ ଚଢାଉ ଜାରି ରଖିଛନ୍ତି। କେତେ ସଂପତ୍ତିଏବଂ କେତେ ସୁନା ଜବତ ହୋଇଛି, ତାହା ବର୍ତ୍ତମାନ ଜଣାପଡିନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା