ଭିଜିଲାନ୍ସ ଜାଲରେ ରେଞ୍ଜର

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ରେଞ୍ଜର କାହ୍ନୁଚରଣଙ୍କ ଘରେ ଭିଜିଲାନ୍ସ ରେଡ। ଦିଗପହଣ୍ଡି ରେଞ୍ଜର କାହ୍ନୁ ଚରଣ ପଟ୍ଟନାୟକଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ ଟିମ । ବ୍ରହ୍ମପୁରର ୬ଜଣିଆ ଟିମ ଚଢ଼ାଉ କରୁଛନ୍ତି । ଘର ସମେତ ଦିଗପହଣ୍ଡି ସରକାରୀ କାର୍ଯ୍ୟାଳୟ, ସରକାର ବାସଭବନରେ ଚାଲିଛି ଭିଜିଲାନ୍ସର ଚଢ଼ାଉ । ବିଳମ୍ବିତ ରାତିରେ ଦିଗପହଣ୍ଡି କାର୍ଯ୍ୟାଳୟରୁ ଘରକୁ ଫେରୁଥିବା ବେଳେ ଗଣିଆନାଳ ଛକରେ ବ୍ରହ୍ମପୁର ଭିଜିଲାନ୍ସ ଟିମ କରିଛି ଚଢ଼ାଉ । ଗାଡ଼ିରେ ନଗଦ ଟଙ୍କା ଏବଂ ସରକାରୀ ବାସଭବନ ସମେତ ଘରୁ ମିଳିଛି ଟଙ୍କା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!