RWD ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ ବଡ଼ ଖବରରାଜ୍ୟ By Bada Khabar Bureau On Jun 6, 2023 Share FacebookTwitterWhatsAppEmailTelegramPrint ସୁନ୍ଦରଗଡ଼ (ବଡ଼ ଖବର ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁନ୍ଦରଗଡ ଜିଲ୍ଲା ହେମଗିରି ସେକ୍ସନର ସହକାରୀ ଯନ୍ତ୍ରୀ ସଞ୍ଜୟ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ରେଡ । Share