Masthead

ଭିଜିଲାନ୍ସ ଜାଲରେ ସରକାରୀ ବାବୁ

କରଞ୍ଜିଆ  (ବଡ଼ ଖବର ବ୍ୟୁରୋ):  ଭିଜିଲାନ୍ସ ଜାଲରେ କରଞ୍ଜିଆ ତହସିଲଦାର । ତହସିଲଦାର ଚାର୍ଲସ ନାୟକଙ୍କ ସରକାରୀ ଘରେ ଓ କାର୍ଯ୍ୟାଳୟର ଭିଜିଲାନ୍ସ ରେଡ। ଏହା ସହିତ ଭଦ୍ରକ ପୈତୃକ ଘରେ ମଧ୍ୟ ରେଡ କରାଯାଇଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରିଛି ଭିଜିଲାନ୍ସ । ବାଲେଶ୍ଵର ଓ କଟକ ଟିମ୍ ମିଳିତ ଚଢାଉ କରିଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼