Masthead

ଭିଜିଲାନ୍ସ ଜାଲରେ ଗ୍ରାମୀଣ ଉନ୍ନୟନ ବିଭାଗ ମୁଖ୍ୟଯନ୍ତ୍ରୀ

ଅନୁଗୁଳ(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ RWର ମୁଖ୍ୟଯନ୍ତ୍ରୀ । ଅନୁଗୁଳ RW ଡିଭିଜନ ମୁଖ୍ୟଯନ୍ତ୍ରୀ ବୈକୁଣ୍ଠନାଥ ଷଡଙ୍ଗୀଙ୍କ ଘରେ ଚାଲିଛି ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍ । ଭୁବନେଶ୍ୱର, ପୁରୀ, ଅନୁଗୁଳର ୭ଟି ସ୍ଥାନରେ ଚାଲିଛି ରେଡ୍ । ଅନୁଗୁଳ କାରଡାଗାଡ଼ିଆସ୍ଥିତ ବାସଭବନ, ଲକେଇପସି, ମାଟିଆସାହି ଏବଂ ଶିକ୍ଷକପଡ଼ାରେ ଚାଲିଛି ରେଡ ।

ଢେଙ୍କାନାଳ ଦୁର୍ନୀତି ନିବାରଣ ବିଭାଗର ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଅଫ ପୋଲିସ ଅନୁଷ୍କା ସେନାପତିଙ୍କ ନେତୃତ୍ୱରେ ଅନୁଗୁଳ ଜିଲ୍ଲାର ୪ଟି ସ୍ଥାନରେ ଚଢ଼ାଉ କରିଛି । ରେଡ୍ ବେଳେ ଘରୁ ପୁଳାପୁଳା ଟଙ୍କା ମିଳିଥିବା ସୂଚନା ମିଳିଛି । କରଡ଼ାଗାଡ଼ିଆରୁ କୋଟିଏ ୪୦ ଲକ୍ଷ ଟଙ୍କା ନଗଦ ବର୍ତ୍ତମାନ ସୁଦ୍ଧା ମିଳିଥିବା ଜଣା ପଡ଼ିଛି । ତେବେ ଯାହା ଜଣାପଡିଛି ଆଉ କିଛି ଦିନ ପରେ ତାଙ୍କର ଚାକିରି କାର୍ୟ୍ୟକାଳ ସରିଥାନ୍ତା । ହେଲେ ଅବସର ପୂର୍ବରୁ ମାଡିବସିଛି ଭିଜିଲାନ୍ସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ