Masthead

ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଦେଓଗାଁ ବ୍ଲକର କନିଷ୍ଠ ଯନ୍ତ୍ରୀ ଗିରିଶ କୁମାର ପାତ୍ରଙ୍କ ଆଦର୍ଶପଡାଠାରେ ଥିବା ଘରେ ଭିଜିଲାନ୍ସ ଚଢଉ ଜାରି ରହିଛି । ଏହା ସହିତ ଦେଓଗାଁ ବ୍ଲକ ଅଫିସରେ ମଧ୍ୟ ଖୋଲତାଡ କରୁଛନ୍ତି ଭିଜିଲାନ୍ସ କର୍ମଚାରୀ। ସମ୍ୱଲପୁର, ବଲାଙ୍ଗିର ଏବଂ ସୋନପୁର, ୩ଟି ଜିଲ୍ଲାରେ ଭିଜିଲାନ୍ସ ଚଢଉ ଜାରି ରଖିଛି । ଯନ୍ତ୍ରୀଙ୍କ ଘର, ଜାଗାବାଡି, କାଗଜପତ୍ର, ବ୍ୟାଙ୍କ ଆକାଉଣ୍ଟ, ନଗଦ ଟଙ୍କା ଆକଳନ କରୁଛି ଭିଜିଲାନ୍ସ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା