Masthead

ଭିଜିଲାନ୍ସ ଜାଲରେ ସରକାରୀ ବାବୁ

ବରଗଡ଼ (ବଡ଼ଖବର ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଆଜି ବରଗଡ଼ ଜିଲ୍ଲା ଯୋଗାଣ ବିଭାଗର କନିଷ୍ଠ ହିସାବରକ୍ଷକ (ଜୁନିୟର ଏକାଉଣ୍ଟାଣ୍ଟ) କମ୍ବୁପାଣି ମିଶ୍ରଙ୍କୁ ଗିରଫ କରିଛି ଭିଜିଲାନ୍ସ ଭିଜିଲାନ୍ସ ବିଭାଗ । ତାଙ୍କର ବରଗଡ଼ସ୍ଥିତ ଭଡାଘର, କାର୍ୟ୍ୟ।ଳୟ ,ବଲାଙ୍ଗୀରସ୍ଥିତ ପୈତୃକ ବାସଗୃହ, ସୋନପୁର ଜିଲ୍ଲା ଡୁଙ୍ଗୁରିପାଲିସ୍ଥିତ ବାସଗୃହରେ ଏକକାଳୀନ ବରଗଡ଼ ଓ ବଲାଙ୍ଗୀର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିଲା। । ବଲାଙ୍ଗିର ଓ ସୋନପୁର ଜିଲାରେ ତାଙ୍କର ଦୁଇ ମହଲା କୋଠାଘର, ଯାହାର ମୂଲ୍ୟ ୮୪ଲକ୍ଷ୨୭ ହଜାର ୭୫୯ ଟଙ୍କା ରହିଛି । ବଲାଙ୍ଗୀର ସୋନପୁର ଜିଲ୍ଲାରେ ରହିଛି ୪୧ଟି ପ୍ଲଟ, ଯାହାର ମୂଲ୍ୟ ୩୬ ଲକ୍ଷ ଟଙ୍କା ବୋଲି ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ