Masthead

ଅବସରପ୍ରାପ୍ତ ରେଞ୍ଜରଙ୍କ ଘରେ ରେଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଭିଜିଲାନ୍ସ ଜାଲରେ ଆବସରପ୍ରାପ୍ତ ରେଞ୍ଜର । ଆସିକାର ଅବସରପ୍ରାପ୍ତ ରେଞ୍ଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଅବସରପ୍ରାପ୍ତ ରେଞ୍ଜର ଜଗବନ୍ଧୁ ପାଢ଼ୀ । ଜଗବନ୍ଧୁଙ୍କର ୫ଟି ସ୍ଥାନରେ ରେଡ ଜାରି ରହିଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ କରିଛି । ଜଗବନ୍ଧୁଙ୍କର ଆସିକା, ଭଞ୍ଜନଗର, ବ୍ରହ୍ମପୁର ଓ ଭୁବନେଶ୍ୱର ସ୍ଥିତ ଘରେ ରେଡ କରୁଛି ଭିଜିଲାନ୍ସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ