Masthead

CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ CHSE ର ଅଧିକାରୀ । CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍ । ଏକକାଳୀନ ୩ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ । ଭୁବନେଶ୍ୱର ଓ ଜଗତସିଂହପୁରର ୩ଟି ସ୍ଥାନରେ ରେଡ୍ । କାନନବିହାର ଫେଜ୍ ୨ରେ ଥିବା ୪ ମହଲା ଘର ଓ ସାମନ୍ତରାପୁର ଅଫିସ, କେନ୍ଦ୍ରାପଡ଼ା ପୈତୃକ ବାସଭବନରେ ରେଡ୍ । ୩ ଜଣ DSP, ଜଣେ ଆସିଷ୍ଟାଣ୍ଟ କମାଣ୍ଟାଣ୍ଡ, ୫ ଜଣ ASI ଏହି ରେଡରେ ସାମିଲ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର