Masthead

ଭିଜିଲାନ୍ସ ଜାଲରେ ବୌଦ୍ଧ MVI

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ବୌଦ୍ଧ MVI । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ MVI ଗୋଲାପ ଚନ୍ଦ୍ର ହାଁସଦାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚାଲିଛି ରେଡ୍ । ଏକାସାଙ୍ଗ ୬ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍‌ । ବର୍ତ୍ତମାନ ଯାଏଁ ଅନେକ କାଗଜପତ୍ର ମିଳିଥିବା ସୂଚନା ମିଳିଛି । ଖବର ଅନୁଯାୟୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୌଦ୍ଧ MVI ଗୋଲାପ ଚନ୍ଦ୍ର ହାଁସଦାଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ ଚାଲିଛି । ଏକାସାଙ୍ଗେ ୬ଟି ସ୍ଥାନରେ ଚାଲିଛି ଚଢାଉ ।

ଯେଉଁଥିରେ ମୟୂରଭଞ୍ଜର ବାରିପଦା, ବୌଦ୍ଧ ଓ ଭୁବନେଶ୍ବରରେ ଥିବା ଘର, ଅଫିସର ଆଦି ସ୍ଥାନ ରହିଛି । ଏହି ଚଢାଉରେ ଭିଜିଲାନ୍ସର ୪ ଡିଏସ୍‌ପିଙ୍କ ସହ ୭ ଜଣ ଇନ୍‌ସିପେକ୍ଟର ସାମିଲ ରହିଛନ୍ତି । ବର୍ତ୍ତମାନ ଯାଏଁ ଚଢାଉରେ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କୌଣସି ସଠିକ୍‌ ସୂଚନା ମିଳିନାହିଁ । ଚଢାଉ ଶେଷ ପରେ ଭିଜିଲାନ୍ସ ପକ୍ଷରୁ ସବିଶେଷ ତଥ୍ୟ ଦିଆଯିବ ବୋଲି ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ