Masthead

କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍‌

ରାୟଗଡ (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ପଞ୍ଝାର ରାୟଗଡ ଜିଲ୍ଲା କାଶୀପୁର ରେଞ୍ଜର। ନିଜ ଆୟ ଠାରୁ ଅଧିକ ସମ୍ପତି ଠୁଳ କରିଥିବା ଅଭିଯୋଗରେ ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ସରକାରୀ ଘରେ ଚଢାଉ। ସକାଳ 4ଟାରୁ ଚାଲିଛି ଏହି ଚଢାଉ। ଏକକାଳିନ ୯ ଟି ସ୍ଥାନରେ ଚଢ଼ାଉ ଚାଲିଥିବା ଜଣା ପଡିଛି। ରାୟଗଡ ଜିଲ୍ଲା କାଶୀପୁର କାର୍ଯ୍ୟାଳୟ କନ୍ଧମାଳର ବାଲିଗୁଡ଼ା, ଦାରିଙ୍ଗବାଡି, ନୟାଗଡ଼ ର ଦଶପଲ୍ଲା ଆଦି ୯ ଟି ସ୍ଥାନରେ ଚାଲିଛି ଚଢାଉ। 7ଜଣ ଡିଏସପି, 7ଜଣ ଇନ୍ସପେକ୍ଟର, 9ଜଣ ଏଏସଆଇ ଏହି ଚଢାଉରେ ସାମିଲ ଥିବା ଜଣାପଡିଛି। ଜୟପୁର ଭିଜିଲାନ୍ସ କେର୍ଟଙ୍କ ପକ୍ଷରୁ ଓ୍ବାରେଣ୍ଟ ଜାରି ପରେ ଏକକାଳିନ ଚଢାଉ ଚଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ