Masthead

କାଶୀପୁର ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍‌

ରାୟଗଡ (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ପଞ୍ଝାର ରାୟଗଡ ଜିଲ୍ଲା କାଶୀପୁର ରେଞ୍ଜର। ନିଜ ଆୟ ଠାରୁ ଅଧିକ ସମ୍ପତି ଠୁଳ କରିଥିବା ଅଭିଯୋଗରେ ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ସରକାରୀ ଘରେ ଚଢାଉ। ସକାଳ 4ଟାରୁ ଚାଲିଛି ଏହି ଚଢାଉ। ଏକକାଳିନ ୯ ଟି ସ୍ଥାନରେ ଚଢ଼ାଉ ଚାଲିଥିବା ଜଣା ପଡିଛି। ରାୟଗଡ ଜିଲ୍ଲା କାଶୀପୁର କାର୍ଯ୍ୟାଳୟ କନ୍ଧମାଳର ବାଲିଗୁଡ଼ା, ଦାରିଙ୍ଗବାଡି, ନୟାଗଡ଼ ର ଦଶପଲ୍ଲା ଆଦି ୯ ଟି ସ୍ଥାନରେ ଚାଲିଛି ଚଢାଉ। 7ଜଣ ଡିଏସପି, 7ଜଣ ଇନ୍ସପେକ୍ଟର, 9ଜଣ ଏଏସଆଇ ଏହି ଚଢାଉରେ ସାମିଲ ଥିବା ଜଣାପଡିଛି। ଜୟପୁର ଭିଜିଲାନ୍ସ କେର୍ଟଙ୍କ ପକ୍ଷରୁ ଓ୍ବାରେଣ୍ଟ ଜାରି ପରେ ଏକକାଳିନ ଚଢାଉ ଚଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା