Masthead

ଭିଜିଲାନ୍ସ ଜାଲରେ ସବ୍ ରେଜିଷ୍ଟାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଭିଜିଲାନ୍ସ ଜାଲରେ ସବ୍ ରେଜିଷ୍ଟାର । ନୟାଗଡ଼ ଜିଲ୍ଲା ସବ୍ ରେଜିଷ୍ଟାର ଶାଶ୍ୱତ ପଟ୍ଟନାୟକଙ୍କ ଘରେ ରେଡ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ ହୋଇଛି । ଏକସଙ୍ଗେ ୬ଟି ସ୍ଥାନରେ ରେଡ କରୁଛି ଭିଜିଲାନ୍ସ । ନୟାଗଡ଼ ସ୍ଥିତ ଭଡ଼ା ଘର, ଅଫିସରେ ଯାଂଚ କରୁଛି ଭିଜିଲାନ୍ସ । କେନ୍ଦ୍ରପଡ଼ା ଜିଲ୍ଲାରେ ପୈତୃକ ଓ ସମ୍ପର୍କୀୟଙ୍କ ୪ଟି ଘରେ ରେଡ ଚାଲିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ