Masthead

ଡ୍ରଗ୍ସ କଣ୍ଟ୍ରୋଲର ଅଫିସରଙ୍କ ଘରେ ଭିଜିଲାନ୍ସ ରେଡ୍

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଡ୍ରଗ୍ସ କଣ୍ଟ୍ରୋଲର୍ ଅଫିସର୍ ।  ଡ୍ରଗ୍ସ କଣ୍ଟ୍ରୋଲର ଅଫିସର ଦେବାଶିଷ ପଣ୍ଡାଙ୍କ ଘରେ ଭିଜିଲାନ୍ସ ରେଡ୍ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ । ସମ୍ବଲପୁର ଘର ଓ ଅଫିସ ସମତେ ୭ ସ୍ଥାନରେ ଚଢାଉ ଜାରି । ଭୁବନେଶ୍ୱରର ୪ଟି ଘର ଓ ବ୍ରହ୍ମପୁରରେ କିଛି ଘର ରହିଛି । ଏହି ଚଢାଉରେ ୪ ଜଣ ଡିଏସ୍‌ପି , ୧୦ ଜଣ ଇନ୍ସପେକ୍ଟର ଓ ୪ ଏଏସ୍ଆଇ ସାମିଲ ଥିବା ଜଣାପଡିଛି । ତେବେ ବର୍ତ୍ତମାନ ଯାଏଁ ହୋଇଥିବା ଚଢାଉରେ ଭିଜିଲାନ୍ସକୁ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି