Masthead

ଭିଜିଲାନ୍ସ ହାତରେ ଧରାପଡ଼ିଲେ ଚକ୍ଷୁ ଡାକ୍ତର

ସୁବର୍ଣ୍ଣପୁର (ବଡ଼ ଖବର ବ୍ୟୁରୋ):ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଚକ୍ଷୁ ଡାକ୍ତର । ଡାକ୍ତର ସଂଜୀବ କୁମାର କର ମୋତିଆ ବିନ୍ଧୁ ଅପରେସନ ପାଇଁ ୫୫୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ସୁବର୍ଣ୍ଣପୁର ଭିଜିଲାନ୍ସ । ସୂଚନା ମୁତାବକ ଯାଲୋଇ ଗାଁର ଲକ୍ଷ୍ମଣ ତ୍ରିପାଠୀଙ୍କ ଅପରେସନ ପାଇଁ ଏହି ଟଙ୍କା ନେଉଥିଲେ ଡାକ୍ତର । ଏବେ ଡାକ୍ତର ସଞ୍ଜୀବ କରଙ୍କ ବଲାଙ୍ଗୀର ସୁଦପଡା ସ୍ଥିତ ନିଜର ବାସଭବନ ଓ ସୁବର୍ଣ୍ଣପୁର ସହର ସ୍ଥିତ ସରକାରୀ ଘରେ ରେଡ ହୋଇଥିବା ସୂଚନା ଦେଇଛି ଭିଜିଲାନ୍ସ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ