ଭିଜିଲାନ୍ସ ହାତରେ ଧରାପଡ଼ିଲେ ଚକ୍ଷୁ ଡାକ୍ତର

ସୁବର୍ଣ୍ଣପୁର (ବଡ଼ ଖବର ବ୍ୟୁରୋ):ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଚକ୍ଷୁ ଡାକ୍ତର । ଡାକ୍ତର ସଂଜୀବ କୁମାର କର ମୋତିଆ ବିନ୍ଧୁ ଅପରେସନ ପାଇଁ ୫୫୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ସୁବର୍ଣ୍ଣପୁର ଭିଜିଲାନ୍ସ । ସୂଚନା ମୁତାବକ ଯାଲୋଇ ଗାଁର ଲକ୍ଷ୍ମଣ ତ୍ରିପାଠୀଙ୍କ ଅପରେସନ ପାଇଁ ଏହି ଟଙ୍କା ନେଉଥିଲେ ଡାକ୍ତର । ଏବେ ଡାକ୍ତର ସଞ୍ଜୀବ କରଙ୍କ ବଲାଙ୍ଗୀର ସୁଦପଡା ସ୍ଥିତ ନିଜର ବାସଭବନ ଓ ସୁବର୍ଣ୍ଣପୁର ସହର ସ୍ଥିତ ସରକାରୀ ଘରେ ରେଡ ହୋଇଥିବା ସୂଚନା ଦେଇଛି ଭିଜିଲାନ୍ସ ବିଭାଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’