Masthead

ଭିଜିଲାନ୍ସ ଜାଲରେ ସିଡିପିଓ

କୋକସରା(ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ କୋକସରା ସିଡିପିଓ । ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଆଜି ଭିଜିଲାନ୍ସ ହାତରେ ଧରାପଡିଛନ୍ତି କଳାହାଣ୍ଡି ଜିଲ୍ଲା କୋକସରା ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଜୟନ୍ତି ମହାନ୍ତି ! ସୁନାମାଲ ଅଙ୍ଗନୱାଡ କର୍ମୀ ଆରତୀ ଧଙ୍ଗଡାମାଝୀଙ୍କ ୩ ମାସର ଦରମା କରାଇଦେବା ପାଇ ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ପୂର୍ବରୁ ଛପି ରହିଥିବା ଭିଜିଲାନ୍ସ ଟିମ ତାଙ୍କୁ ରେଡହ୍ୟାଣ୍ଡରେ ଧାରିଛନ୍ତି ! ଏହା ସହ ସେ ରହୁଥିବା ସରକାରୀ କ୍ବାଟରରୁ ୬୯ ହଜାର ମଧ୍ୟ ଜବତ କରିଛି କଳାହାଣ୍ଡି ଭିଜିଲାନ୍ସ । ଡିଏସ୍‌ପି ସତ୍ୟବାନ ମହାନନ୍ଦଙ୍କ ନେତୃତ୍ୱରେ ଏକ ଟିମ ଲାଞ୍ଚ ନେଉଥିବା ବେଳେ ତାଙ୍କୁ ଧରି ଭବାନୀପାଟଣା ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା