Masthead

ଭିଜିଲାନ୍ସ ଜାଲରେ କୁବେର ପିଇଓ

ଢେଙ୍କାନାଳ(ବଡ଼ ଖବର ବ୍ୟୁରୋ): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପିଇଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଢେ଼ଙ୍କାନାଳ ଜିଲ୍ଲା କଙ୍କଡ଼ାହାଡ଼ ବ୍ଲକ କେରେଜୋଳି ପଂଚାୟତର ପିଇଓ ସନ୍ତୋଷ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ସେ ଭୁବନ ବ୍ଲକ ଦିଘି ଓ ମଠକରଗୋଳା ପଞ୍ଚାୟତର ପିଇଓ ଥିଲା ବେଳେ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା । ଏକକାଳୀନ ଭାବେ ଢେଙ୍କାନାଳ ଓ କାମାକ୍ଷାନଗରର ୫ଟି ସ୍ଥାନରେ ଚଢ଼ାଉ ଜାରି ରହିଛି ।

ଏହି ଚଢ଼ାଉରେ ଜଣେ ଡିଏସପିଙ୍କ ସମେତ ୭ ଜଣ ଇନିସ୍ପେକ୍ଟର ସାମିଲ ରହିଛନ୍ତି ବୋଲି ଜଣାପଡ଼ିଛି। ଭିଜିଲାନ୍ସ ଟିମ ମୁଖ୍ୟ ସୁରେନ୍ଦ୍ର ନାଥ ରାୟଗୁରୁଙ୍କ ସମେତ ଡିଏସପି ଅନିରୁଦ୍ଧ ନାୟକ ସାମିଲ ରହିଛନ୍ତି । ତୁମୁସିଙ୍ଗା ଥାନା ଧୋବାବାହାଳି ଗାଁର ପୈତୃକ ଘର, କାମାକ୍ଷାନଗର ଜିରିଡାମାଳି ନିକଟରେ ୩ ମହଲା କୋଠା ସହ ଅନ୍ୟ ଦୁଇଟି ସ୍ଥାନରେ ଏକ ମହଲା ଘର ରହିଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ