Masthead

ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ

କଟକ (ବଡ଼ ଖବର ବ୍ୟୁରୋ): ଚୌଦ୍ୱାର: କଟକ CDMOର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ  । ସ୍କାନର୍‌ରେ ସିନିୟର୍ ଆସିଷ୍ଟାଣ୍ଟ କିଶୋର କୁମାର ସାହାଣୀ  । ପ୍ରଧାନିଆ ଫାର୍ମ ହାଉସ୍, ଘର ଓ ଅଫିସ୍ ସମେତ ୫ଟି ସ୍ଥାନରେ ରେଡ୍  । ସରକାରୀ ଅର୍ଥ ହେରଫେର ଅଭିଯୋଗରେ ୭ ଜଣିଆ ଟିମ୍‌ର ଚଢାଉ  । କିଶୋର ସାହାଣୀଙ୍କ ନାଁରେ ୧ କୋଟି ୨୪ ଲକ୍ଷ ଟଙ୍କା ହେରଫେର ଅଭିଯୋଗ  ।

କଟକ ଜିଲାରେ ଥିବା ସାହାଣୀଙ୍କ ସମ୍ପର୍କୀୟ ୫ଟି ସ୍ଥାନରେ ଏକକାଳୀନ ତଲାସୀ ଚାଲିଛି। ଭିଜିଲାନ୍ସର ୯ ଜଣ ଡିଏସପି, ୧୦ ଜଣ ଇନ୍ସପେକ୍ଟର, ୭ ଜଣ ଏଏସଆଇ ଓ ଅନ୍ୟ ସହାୟକ କର୍ମଚାରୀଙ୍କୁ ନେଇ ଗଠିତ ଟିମ୍ କଟକ ସ୍ପେଶାଲ ଜଜ୍‌ଙ୍କ ସର୍ଚ୍ଚ ଓ୍ୱାରେଣ୍ଟ ଆଧାରରେ ଏହି ଚଢ଼ାଉ କରୁଛି।

ସାହାଣୀଙ୍କ ଜୋବ୍ରା ନୂଆସାହି, କଟକସ୍ଥିତ ତିନିମହଲା ବାସଭବନ, ଚୌଦ୍ୱାର ପାଳସିଆସ୍ଥିତ ଅନ୍ୟ ଏକ ଘର ଓ ପୋଲଟ୍ରି ଫାର୍ମ, CDMO ଅଫିସ, କଟକସ୍ଥିତ ତାଙ୍କ ଅଫିସ ରୁମ, ତୁଳସୀପୁର, କଟକସ୍ଥିତ ଶ୍ୱଶୁର ଘର, କିଶୋରନଗର, କଟକସ୍ଥିତ ପୈତୃକ ଘରେ ତଲାସୀ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା