Masthead

ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ

କଟକ (ବଡ଼ ଖବର ବ୍ୟୁରୋ): ଚୌଦ୍ୱାର: କଟକ CDMOର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ  । ସ୍କାନର୍‌ରେ ସିନିୟର୍ ଆସିଷ୍ଟାଣ୍ଟ କିଶୋର କୁମାର ସାହାଣୀ  । ପ୍ରଧାନିଆ ଫାର୍ମ ହାଉସ୍, ଘର ଓ ଅଫିସ୍ ସମେତ ୫ଟି ସ୍ଥାନରେ ରେଡ୍  । ସରକାରୀ ଅର୍ଥ ହେରଫେର ଅଭିଯୋଗରେ ୭ ଜଣିଆ ଟିମ୍‌ର ଚଢାଉ  । କିଶୋର ସାହାଣୀଙ୍କ ନାଁରେ ୧ କୋଟି ୨୪ ଲକ୍ଷ ଟଙ୍କା ହେରଫେର ଅଭିଯୋଗ  ।

କଟକ ଜିଲାରେ ଥିବା ସାହାଣୀଙ୍କ ସମ୍ପର୍କୀୟ ୫ଟି ସ୍ଥାନରେ ଏକକାଳୀନ ତଲାସୀ ଚାଲିଛି। ଭିଜିଲାନ୍ସର ୯ ଜଣ ଡିଏସପି, ୧୦ ଜଣ ଇନ୍ସପେକ୍ଟର, ୭ ଜଣ ଏଏସଆଇ ଓ ଅନ୍ୟ ସହାୟକ କର୍ମଚାରୀଙ୍କୁ ନେଇ ଗଠିତ ଟିମ୍ କଟକ ସ୍ପେଶାଲ ଜଜ୍‌ଙ୍କ ସର୍ଚ୍ଚ ଓ୍ୱାରେଣ୍ଟ ଆଧାରରେ ଏହି ଚଢ଼ାଉ କରୁଛି।

ସାହାଣୀଙ୍କ ଜୋବ୍ରା ନୂଆସାହି, କଟକସ୍ଥିତ ତିନିମହଲା ବାସଭବନ, ଚୌଦ୍ୱାର ପାଳସିଆସ୍ଥିତ ଅନ୍ୟ ଏକ ଘର ଓ ପୋଲଟ୍ରି ଫାର୍ମ, CDMO ଅଫିସ, କଟକସ୍ଥିତ ତାଙ୍କ ଅଫିସ ରୁମ, ତୁଳସୀପୁର, କଟକସ୍ଥିତ ଶ୍ୱଶୁର ଘର, କିଶୋରନଗର, କଟକସ୍ଥିତ ପୈତୃକ ଘରେ ତଲାସୀ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ