Masthead

ଭିଜିଲାନ୍ସ ପଞ୍ଝାରେ ନୀଳଗିରି ଉପ ଜିଲ୍ଲାପାଳ, ଏକକାଳୀନ ୧୨ଟି ସ୍ଥାନରେ ଚାଲିଛି ଚଢାଉ

ନୀଳଗିରି (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ନୀଳଗିରି ଡେପୁଟି କଲେକ୍ଟର । ନୀଳଗିରି ଡେପୁଟି କଲେକ୍ଟର ପରକ୍ଷୀତ ଜେନାଙ୍କ ଘରେ ଚାଲିଛି ରେଡ୍ । ନୀଳଗିରି ବାଳିଗୋହିରୀ ସ୍ଥିତ ଭଡା ଘରେ ଚଢାଉ ଚାଲିଥିବା ବେଳେ ଭଦ୍ରକ ସ୍ଥିତ ନିଜସ୍ୱ ଘର, ମୟୁରଭଞ୍ଜରେ ବି ରେଡ଼ ଚାଲିଥିବାର ସୂଚନା ରହିଛି  । ଏକକାଳୀନ ୧୨ଟି ସ୍ଥାନରେ ଚଢାଉ ଜାରି ରହିଛି । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ରେଡ୍ ଚାଲିଛି । ଚଢାଉ ବେଳେ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଖୋଜୁଛି ଟିମ୍ । ଦୁଇ ଜଣ ଡିଏସପି, ଜଣେ ଇନ୍ସପେକ୍ଟର, ୨ ଜଣ ଏଏସଆଇ ଏହି ଚଢ଼ାଉରେ ସାମିଲ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ