Masthead

ପ୍ରକଳ୍ପର ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ

ମାଲକାନଗିରି (ବଡ଼ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ମାଲକାନଗିରି ପ୍ରକଳ୍ପ ନିର୍ଦ୍ଦେଶକ । ବାବୁଙ୍କ ଘରୁ କୋଟି କୋଟି ଟଙ୍କା ଜବତ କରିଛି ଭିଜିଲାନ୍ସ । ମାଲକାନଗିରି ଜିଲ୍ଲା ଜଳ ସମ୍ପଦ ବିଭାଗର ପ୍ରକଳ୍ପ ନିର୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ରେଡବେଳେ ପୁଳା ପୁଳା ଟଙ୍କା ଜବତ ହୋଇଛି । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ମାମଲାରେ ଚଢାଉ ଶାନ୍ତନୁଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ ଜାରି । ଜୟପୁର ପାଓ୍ବାର ହାଉସ ଘର ସମେତ ଅନ୍ୟ ସ୍ଥାନରେ ବି ଚାଲିଛି ରେଡ୍‌। ତେବେ ବାବୁଙ୍କ ଜୟପୁର ସ୍ଥିତ ଘରୁ କୋଟିଏରୁ ଅଧିକ ନଗଦ ଟଙ୍କା ଠାବ ହୋଇଛି । ଶାନ୍ତନୁ ମହାପାତ୍ରଙ୍କ ଏକାକାଳୀନ ୭ଟି ସ୍ଥାନରେ ଚାଲିଛି ଚଢାଉ । ଜୟପୁର ଘରର ଆସବାବପତ୍ର ଦେଖି ଭିଜିଲାନ୍ସ ଅଧିକାରୀ ତାଜୁବ । ବାବୁଙ୍କ ମାଲକାନଗିରି, ଭୁବନେଶ୍ୱର, କଟକ ସ୍ଥିତ ଠିକଣାରେ ବି ଚାଲିଛି ରେଡ୍ । ମାଲକାନଗିରିର ୪ଟି ସ୍ଥାନ ରେଡ କରୁଛି ଭିଜିଲାନ୍ସ ଟିମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା