ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ

କଟକ(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ପୁଣି ଜଣେ ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ବଡ଼ ଧରଣର ଚଢ଼ାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଜିଲ୍ଲା କଣ୍ଟାପଡ଼ା ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କ ପାଇଁ ବଢ଼ିଲା ଅଡୁଆ । ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ । ଭୁବନେଶ୍ୱର, କଟକ, ପୁରୀ ଓ କେନ୍ଦ୍ରାପଡ଼ାରେ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢ଼ାଉ ଜାରି ।  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ଜିଲ୍ଲା କଣ୍ଟାପଡ଼ା ତହସିଲଦାର ପ୍ରସନ୍ନ ସାମନ୍ତରାୟଙ୍କ ପାଇଁ ବଢ଼ିଲା ଅଡୁଆ ।

ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ । ଭୁବନେଶ୍ୱର ସହିଦନଗରରେ ଥିବା ବିଶାଳ ୩ ମହଲା କୋଠା ଠାବ ହୋଇଛି । ଚଢ଼ାଉରେ ସାମିଲ ଅଛନ୍ତି ୨ ଅତିରିକ୍ତ ଏସପି, ୮ ଡିଏସପି ଏବଂ ୧୧ ଜଣ ଇନ୍ସପେକ୍ଟର । ଅଫିସରୁ କ୍ୱାର୍ଟର ସବୁଠି ଖୋଳତାଡ଼ । ତହସିଲଦାରଙ୍କ କାର୍ଯ୍ୟାଳୟ ସହ ସମ୍ପର୍କୀୟଙ୍କ ଘରେ ମଧ୍ୟ ଚାଲିଛି ଯାଞ୍ଚ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’