Masthead

ଭିଜିଲାନ୍ସ ଜାଲରେ ରେଭିନ୍ୟୁ ଆସିଷ୍ଟାଣ୍ଟ

ମୟୁରଭଞ୍ଜ (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ୱ ସହାୟକ । ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ରାମଚନ୍ଦ୍ର ସେନଙ୍କ ଘରେ ଭିଜିଲାନ୍ସ ରେଡ । ମୟୁରଭଞ୍ଜରେ ଏକକାଳୀନ ୫ଟି ସ୍ଥାନରେ ଚଢାଉ କରି ଅନେକ କାଗଜପତ୍ର ଜବତ କରିଛି ଭିଜିଲାନ୍ସ । ପଢୀଆରୀପୁର ସ୍ଥିତ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସର ଚଢାଉ । ଉପଜିଲ୍ଲାପାଳଙ୍କ ଅଫିସର ବରିଷ୍ଠ ରାଜସ୍ୱ ସହାୟକ ରାମଚନ୍ଦ୍ର ସେନ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ