Masthead

ଖଣି ଉପନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍‌

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାଳଚେର ଖଣି ଉପନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍‌ । ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକଙ୍କ ଘରେ ରେଡ୍‌ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ରେଡ୍‌ । କେନ୍ଦୁଝର, ତେଲକୋଇ ଓ ତାଳଚେରର ୪ଟି ସ୍ଥାନରେ ରେଡ୍‌ । ଛାମୁଣ୍ଡା ଗାଁ ସ୍ଥିତ ପୈତୃକ ଘର ରେଡ୍ ।

ତାଳଚେର ଅଫିସ୍ ଓ ଜଗମୋହନ ପୁର ସ୍ଥିତ ଦୋକାନ ଘରେ ରେଡ୍ । ଭୁବନେଶ୍ବରରେ କିଣିଥିବା ଘରେ ଭିଜିଲାନ୍ସ ଚଢ଼ାଉ ଜାରି । ଖଣି ଉପନିର୍ଦ୍ଦେଶକ ଆୟ ବର୍ହିଭୂତ ସଂପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ସକାଳେ ଚଢ଼ାଉ କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା