Masthead

ଭିଜିଲାନ୍ସ ଜାଲରେ ରେମୁଣା ତହସିଲଦାର ବିଦ୍ୟାଧର ପତି

ରେମୁଣା (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ବାଲେଶ୍ୱର ଜିଲ୍ଲା ରେମୁଣା ତହସିଲଦାର । ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଚାଲିଛି। ଏକ କାଳୀନ ୭ଟି ସ୍ଥାନରେ ଏହି ଚଢ଼ାଉ ଜାରି ରହିଛି। ଚଢ଼ାଉରେ ଡିଏସ୍‌ପି, ୩ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସ୍ଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ନିୟୋଜିତ ଅଛନ୍ତି।

ନିମ୍ନଲିଖିତ ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି। ଫ୍ଲାଟ୍ ନମ୍ବର ସି୬୦୪, ତାମାରିନ୍ ଟେରାସ୍, ଶୈଳଶ୍ରୀ ବିହାର, ଭୁବନେଶ୍ୱରର ରୁଦ୍ରପୁରର ଆସୋଟେକ୍ ପ୍ରାଇଡ୍‌ରେ ଥିବା ତାଙ୍କ ଫ୍ଲାଟ୍,କୁରୁଡା, ପିଏସ୍-ସଦର, ଜିଲ୍ଲା-ବାଲସୋରରେ ଅବସ୍ଥିତ ଦୁଇ ମହଲା କୋଠା। ସୋରୋ ଆଇନ୍ରିରେ ଥିବା ପତିଙ୍କ ପୈତୃକ ଘର ଚାଲିଛି ରେଡ୍ । ସେପଟେ ତହସିଲଦାରଙ୍କ କାର୍ୟ୍ୟାଳୟ ଓ ବାଲେଶ୍ୱରରେ ଥିବା ବାସଭବନରେ ଚାଲିଛି ରେଡ୍। ପଞ୍ଚସଖା ନଗର, ଡୁମଡୁମା, ଭୁବନେଶ୍ୱରରେ ଅବସ୍ଥିତ ସମ୍ପର୍କୀୟଙ୍କ ଘର ମଧ୍ୟ ଚଢ଼ାଉ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ