Masthead

ଭିଜିଲାନ୍ସ ଜାଲରେ ରେମୁଣା ତହସିଲଦାର ବିଦ୍ୟାଧର ପତି

ରେମୁଣା (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ବାଲେଶ୍ୱର ଜିଲ୍ଲା ରେମୁଣା ତହସିଲଦାର । ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ଚାଲିଛି। ଏକ କାଳୀନ ୭ଟି ସ୍ଥାନରେ ଏହି ଚଢ଼ାଉ ଜାରି ରହିଛି। ଚଢ଼ାଉରେ ଡିଏସ୍‌ପି, ୩ ଜଣ ଇନ୍ସପେକ୍ଟର, ୧୦ ଜଣ ଏଏସ୍ଆଇ ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ନିୟୋଜିତ ଅଛନ୍ତି।

ନିମ୍ନଲିଖିତ ୭ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି। ଫ୍ଲାଟ୍ ନମ୍ବର ସି୬୦୪, ତାମାରିନ୍ ଟେରାସ୍, ଶୈଳଶ୍ରୀ ବିହାର, ଭୁବନେଶ୍ୱରର ରୁଦ୍ରପୁରର ଆସୋଟେକ୍ ପ୍ରାଇଡ୍‌ରେ ଥିବା ତାଙ୍କ ଫ୍ଲାଟ୍,କୁରୁଡା, ପିଏସ୍-ସଦର, ଜିଲ୍ଲା-ବାଲସୋରରେ ଅବସ୍ଥିତ ଦୁଇ ମହଲା କୋଠା। ସୋରୋ ଆଇନ୍ରିରେ ଥିବା ପତିଙ୍କ ପୈତୃକ ଘର ଚାଲିଛି ରେଡ୍ । ସେପଟେ ତହସିଲଦାରଙ୍କ କାର୍ୟ୍ୟାଳୟ ଓ ବାଲେଶ୍ୱରରେ ଥିବା ବାସଭବନରେ ଚାଲିଛି ରେଡ୍। ପଞ୍ଚସଖା ନଗର, ଡୁମଡୁମା, ଭୁବନେଶ୍ୱରରେ ଅବସ୍ଥିତ ସମ୍ପର୍କୀୟଙ୍କ ଘର ମଧ୍ୟ ଚଢ଼ାଉ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ