Masthead

ଭିଜିଲାନ୍ସ ଜାଲରେ ମହିଳା ଫରେଷ୍ଟ ଗାର୍ଡ

ସମ୍ବଲପୁର , (ବଡ଼ ଖବର ବ୍ୟୁରୋ):   ଭିଜିଲାନ୍ସ ଜାଲରେ ମହିଳା ଫରେଷ୍ଟ ଗାର୍ଡ। ସମ୍ବଲପୁର ଜିଲ୍ଲା ସଦର ରେଞ୍ଜ ଯୁଜୁମୁରା ରେ କାର୍ଯ୍ୟରତ ମହିଳା ଫରେଷ୍ଟ ଗାର୍ଡ ମଧୁସ୍ମିତା ମହାପାତ୍ର ଜଣେ ବ୍ୟକ୍ତିଙ୍କ ବିଲ ପାସ କରିବା ପାଇଁ ୩୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସମ୍ବଲପୁର ଭିଜିଲାନ୍ସ ଦ୍ୱାରା ଧରା ପଡିଛନ୍ତି।

ସେ ପର୍ଶୁରାମ ମିରଧା ନାମକ ଜଣେ ବ୍ୟକ୍ତି ଙ୍କ ଠାରୁ ବେହେରାଣୀବାସା ବନ ସୁରକ୍ଷା ସମିତି ର ବିଲଡିଂ ନିର୍ମାଣ ଓ ବୃକ୍ଷରୋପଣ ସମ୍ୱନ୍ଧୀୟ ଏକ ବିଲ ପାସ କରିବା ପାଇଁ ୩୬ ହଜାର ଟଙ୍କା ଲାଞ୍ଚ ନେବା ବେଳେ ରେଡ ହେଣ୍ଡ ରେ ଧାରା ପଡିଛନ୍ତି। ତାଙ୍କ ର ଅଫିସ ଓ ସମ୍ବଲପୁର ସ୍ଥିତ ଭଡା ଘରରେ ବର୍ତ୍ତମାନ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା