Masthead

କଂଗ୍ରେସରେ ମିଶିବେ ବିଜୟ ପଟ୍ଟନାୟକ !

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): କଂଗ୍ରେସରେ ମିଶିବେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ । ସୂଚନା ଦେଲେ କଂଗ୍ରେସ ମୁଖପାତ୍ର ଅମୀୟ ପାଣ୍ଡବ । ଏନେଇ ବିଜୟଙ୍କ ପ୍ରତିକ୍ରିୟା ମିଳିପାରିନି । ସେପଟେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ କହିଛନ୍ତି ବିଜୟ ପଟ୍ଟନାୟକଙ୍କୁ ଆମେ ସ୍ୱାଗତ କରୁଛୁ । ଅଭିଜ୍ଞ ସମ୍ପନ୍ନ ଲୋକ ଆସିଲେ ଦଳ ଆହୁରି ସୁଦୃଢ ହେବ । ଏ ସମୟରେ ବିଜୟ ପଟ୍ଟନାୟକଙ୍କ ଯୋଗଦାନ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା