Masthead

ରାଜକୋଟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଜୟ ରୂପାଣୀଙ୍କ ହେବ ଶେଷକୃତ୍ୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ହେବ ବିଜୟ ରୂପାଣୀଙ୍କ ଶେଷକୃତ୍ୟ । ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ପୂର୍ବତନ ଗୁଜୁରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ । ସିଭିଲ ହସ୍ପିଟାଲରେ ବିଜୟ ରୂପାଣୀଙ୍କ ମୃତଦେହ ଚିହ୍ନଟ ହେବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି ।  ।

ଜୁନ୍ ୧୨ ତାରିଖରେ ବିଜୟ ରୂପାଣୀ ତାଙ୍କ ଝିଅଙ୍କୁ ଭେଟିବା ପାଇଁ ଏୟାର ଇଣ୍ଡିଆର ବୋଇଙ୍ଗ ୭୮୭ ବିମାନରେ ଲଣ୍ଡନ ଯାଉଥିଲେ । କିନ୍ତୁ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ସେଥିରେ ରୂପାଣୀ ମୃତ୍ୟୁବରଣ କରିଥିଲେ । ଜୁନ୍ ୧୭ରେ ରାଜକୋଟରେ ଏବଂ ଜୁନ୍ ୧୯-୨୦ରେ ଗାନ୍ଧୀନଗରରେ ପ୍ରାର୍ଥନା ସଭା ଅନୁଷ୍ଠିତ ହେବ। ଏପର୍ୟ୍ୟନ୍ତ ୯୨ ଜଣଙ୍କ ମୃତଦେହ ଚିହ୍ନଟ କରାଯାଇଛି । ଯେଉଁଥିରୁ ୪୭ ଜଣଙ୍କ ମୃତଦେହ ସେମାନଙ୍କ ପରିବାରକୁ ହସ୍ତାନ୍ତର କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ