Masthead

ବିବାହ ପାଇଁ ବିଜୟଶଙ୍କରଙ୍କ ବଢ଼ିପାରେ ଅଡୁଆ

ଭୁବେନେଶ୍ୱର (ବଡ଼ ଖବର ବ୍ୟୁରୋ):ତିର୍ତ୍ତୋଲ ବିଧାୟକ ବିଜୟଶଙ୍କରଙ୍କ ପିଛା ଛାଡୁନି ବିବାଦ । ବଢିପାରେ ଅଡୁଆ । କଟକ ସବ ସବରେଜିଷ୍ଟ୍ରାର ଅଫିସରେ ବିବାହ ପଞ୍ଜିକରଣ ପାଇଁ ଆବେଦନ କରିବା ଘଟଣା ସାମ୍ନାକୁ ଆସିବା ପରେ ତାଙ୍କ ବାନ୍ଧବୀ ସୋମାଲିକା ଏହାକୁ ନେଇ ପ୍ରଶ୍ନ ଉଠାଇଛନ୍ତି । ଆଉ ଏହି ପ୍ରସଙ୍ଗରେ ଆଜି ସବରେଜିଷ୍ଟ୍ରାର ଅଫିସକୁ ଆସି ଲିଖିତ ଅଭିଯୋଗ ଦେଇଛନ୍ତି ସୋମାଲିକା । ସେ କହିଛନ୍ତି, ‘ମୋର ବାରମ୍ବାର ବୟାନ ରେକର୍ଡ କରାଯାଇଛି । ମୋତେ ନ୍ୟାୟ ମିଳିନି ହେଲେ ସେ ଆଉ ଜଣଙ୍କୁ ବିବାହ କରିବାକୁ ବସିଲେଣି ।ପୁଲିସ ମୋତେ ହାରାସ କଲାଣି ମୁଁ ଡିପ୍ରେସନକୁ ଗଲିଣି ।’ ମୁଁ ବିଜୟଙ୍କ ନାଁରେ ପରିଚିତ ହେବାକୁ ଚାହେଁନି ।

ବିଧାୟକଙ୍କ ପୂର୍ବତନ ପ୍ରେମିକା ସୋମାଲିକା ଦାଶ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିବା ସହ ‘କୋର୍ଟଙ୍କ ଦ୍ବାରସ୍ଥ ହେବି ଓ ନ୍ୟାୟ ନ ମିଳିବା ପର୍ୟ୍ୟନ୍ତ ଲଢ଼େଇ ଜାରି ରଖିବି’ ବୋଲି କହିଛନ୍ତି । ସଂପୃକ୍ତ ଯୁବତୀଙ୍କୁ ନେଇ ପୂର୍ବରୁ ମଧ୍ୟ ସୋମାଲିକା ଗଣମାଧ୍ୟମରେ ବୟାନ ଦେଇଥିଲେ । ଜଣେ ବିବାହିତ ମହିଳାଙ୍କ ପ୍ରେମରେ ବିଜୟ ଶଙ୍କର ପଡ଼ିଛନ୍ତି, ତାଙ୍କୁ ହିଁ ସେ ବିବାହ କରିବେ ବୋଲି ସେ ବାରମ୍ବାର ଅଭିଯୋଗ କରିଥିଲେ। ବର୍ତ୍ତମାନ ତାଙ୍କର ବିବାହ ବିଚ୍ଛେଦ ହୋଇସାରିଛି, ଏଣୁ ତାଙ୍କୁ ବିବାହ କରିବା ପାଇଁ ବିଧାୟକ ଆବେଦନ କରିଥିବା ସୋମାଲିକା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଘରେ ପଶି ଦଳିଦେଲା ଦନ୍ତା 🔴 ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ Z ସୁରକ୍ଷା 🔴 ହୋମ୍‌ଗାର୍ଡ ସଂଘ ସଭାପତିଙ୍କ ଆତ୍ମାହୁତି ଧମକ 🔴 ରାଜଧାନୀରେ ମର୍ମନ୍ତୁଦ ଦୁର୍ଘଟଣା 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା 🔴 ଅନାସ୍ଥା ପୂର୍ବରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ 🔴 ବି.ସୁଦର୍ଶନ ରେଡ୍ଡୀ INDIA ବ୍ଲକ୍‌ ଉପରାଷ୍ଟ୍ରପତି ପ୍ରାର୍ଥୀ 🔴 ସମ୍ବଲପୁରରେ ହତ୍ୟା ଅଭିଯୁକ୍ତକୁ ଏନକାଉଣ୍ଟର 🔴 ସାଲେପୁରକୁ NAC ଘୋଷଣା ଦାବିରେ ବିଜେଡିର ବନ୍ଦ ପାଳନ 🔴 ପୁଣି ଚର୍ଚ୍ଚାରେ ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ଘଟଣା! 🔴 ଘରେ ପଶି ଦଳିଦେଲା ଦନ୍ତା 🔴 ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ Z ସୁରକ୍ଷା 🔴 ହୋମ୍‌ଗାର୍ଡ ସଂଘ ସଭାପତିଙ୍କ ଆତ୍ମାହୁତି ଧମକ 🔴 ରାଜଧାନୀରେ ମର୍ମନ୍ତୁଦ ଦୁର୍ଘଟଣା 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା 🔴 ଅନାସ୍ଥା ପୂର୍ବରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ 🔴 ବି.ସୁଦର୍ଶନ ରେଡ୍ଡୀ INDIA ବ୍ଲକ୍‌ ଉପରାଷ୍ଟ୍ରପତି ପ୍ରାର୍ଥୀ 🔴 ସମ୍ବଲପୁରରେ ହତ୍ୟା ଅଭିଯୁକ୍ତକୁ ଏନକାଉଣ୍ଟର 🔴 ସାଲେପୁରକୁ NAC ଘୋଷଣା ଦାବିରେ ବିଜେଡିର ବନ୍ଦ ପାଳନ 🔴 ପୁଣି ଚର୍ଚ୍ଚାରେ ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ଘଟଣା!