ଗାଁ ମୁହାଁ ଜଙ୍ଗଲ ନିଆଁ

କେନ୍ଦୁଝର(ବଡ଼ ଖବର ବ୍ୟୁରୋ): କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ଖିରେଇଟାଙ୍ଗିରୀ ସେକ୍ସନ ବାରଡାଙ୍ଗୁଆ ଗ୍ରାମ୍ୟ ଜଙ୍ଗଲରେ ଅଗ୍ନିକଣ୍ଡ । ଶହ ଶହ ଗଛ ଜଳିପୋଡି ନଷ୍ଟ ହୋଇଥିବା ବେଳେ ଜଙ୍ଗଲ ନିଆଁ ଏବେ ଗାଁ ମୁହାଁ । ଫଳରେ ଭୟଭିତ ଜଙ୍ଗଲ ନିକଟରେ ରହୁଥିବା ଗ୍ରାମବାସୀ । ତେବେ ଜଙ୍ଗଲରେ ନିଆଁ ଲାଗିବା କାରଣ ଅସ୍ପଷ୍ଟ ରହିଛି । କେହି ଦୁର୍ବୃତ୍ତ ଜଙ୍ଗଲରେ ନିଆଁ ଲଗାଇ ଦେଇଥିବା ସନ୍ଧେହ କରାଯାଉଛି । ଦୈନଦିନ ଜଙ୍ଗଲରେ ନିଆଁ ଲାଗି ଅନେକ ଗଛ ଜଳି ପୋଡି ନଷ୍ଟ ହୋଇଯାଇଥିବା ବନ୍ୟଜନ୍ତୁ ଗାଁ ମୁହାଁ ହେଉଛନ୍ତି । ନିଆଁ ଲାଗିବା କାରଣ ଖୋଜିବା ସହ ବନ ବିଭାଗ ଜଙ୍ଗଲରେ ନିଆଁ ଲଗାଉଥିବା ଦୁର୍ବୃତ୍ତଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ବିଭିନ୍ନ ମହଲରେ ଦାବି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’