Masthead

ପାଣି ପାଇଁ ଗରା, ବାଲଟି ଧରି ଧାରଣାରେ ଗ୍ରାମବାସୀ

ବସ୍ତା(ବଡ଼ ଖବର ବ୍ୟୁରୋ): ପାଣି ପାଇଁ ଧାରଣା । ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ କୁଡିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ପିଇବା ପାଣି ପାଇଁ ଗରା ବାଲଟି ରଖି ଧାରଣା ଦେଲେ ଗ୍ରାମବାସୀ । ସୂଚନା ଅନୁଯାୟୀ କୁଡିଆ ପଞ୍ଚାୟତରେ ଲୋକମାନଙ୍କୁ ପିଇବା ପାଣି ଯୋଗାଇବା ପାଇଁ ବସୁଧା ଯୋଜନାରେ ଗୋଟିଏ ଓଭର ହେଡ ପାଣି ଟାଙ୍କି ରହିଥିବା ବେଳେ ସେଥିରେ ୩ ହଜାରରୁ ଅଧିକ ଲୋକେ ନିର୍ଭର କରିଥାନ୍ତି ।

ମାତ୍ର ଗତ ୩ ମାସ ଧରି ସେଥିରୁ ଗୋଳିଆ ପାଣି ବାହାରୁଥିବାରୁ ଲୋକମାନେ ପାଣି ପାଇଁ ନାନା ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି । ଏନେଇ ଗ୍ରାମବାସୀ ମାନେ ସରପଞ୍ଚଠୁ ଆରମ୍ଭ କରି ବିଭାଗୀୟ ଅଧିକାରୀଙ୍କ ନିକଟରେ ବାରମ୍ବାର ଅଭିଯୋଗ କରିଥିଲେ ମଧ୍ୟ କୌଣସି ସୁଫଳ ନମିଳିବାରୁ ଗରା ବାଲଟି ରଖି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା