Masthead

ବ୍ଲକଶିକ୍ଷାଧିକାରୀଙ୍କୁ ଘେରିଲେ ଗ୍ରାମବାସୀ

ନରସିଂହପୁର(ବଡ଼ ଖବର ବ୍ୟୁରୋ): ଆମକୁ କନକ ଦିଦି ଦରକାର । ଏହି ଦାବିରେ ନରସିଂହପୁର କାଞ୍ଜିଆପଦାରେ ବ୍ଲକ ଶିକ୍ଷାଅଧିକାରୀଙ୍କୁ ଘେରିଲେ ଗ୍ରାମବାସୀ । ନରସିଂହପୁର କାଞ୍ଜିଆପଦା ସ୍କୁଲରେ ଖାଲିଥିବା ଶିକ୍ଷକ ପଦବୀ ପୂରଣ ନେଇ ଘେରିଲେ ଗ୍ରାମବାସୀ। ଆମକୁ କନକ ଦିଦି ଦରକାର ଦାବିରେ ଅଡ଼ି ବସିଛନ୍ତି ଗ୍ରାମବାସୀ ।

କାଞ୍ଜିଆପଦା ସ୍କୁଲ ମଙ୍ଗଳବାର ଠାରୁ ୮ ଦିନ ପର୍ୟ୍ୟନ୍ତ ବନ୍ଦ ରହିଛି। ବ୍ଲକ ଶିକ୍ଷା ଅଧିକାରୀ ସୌମ୍ୟାଶ୍ରୀ ପଣ୍ଡା ଆନ୍ଦୋଳନକାରୀଙ୍କୁ ବୁଝାସୁଝା କରିବାକୁ ଘଟଣସ୍ଥଳକୁ ଆସିଥିଲେ। ଆଇନି ଶୃଙ୍ଖଳା ନିୟନ୍ତ୍ରଣ ପାଇଁ କାନପୁର ପୋଲିସ ଘଟଣା ସ୍ଥଳରେ ମଧ୍ୟ ଉପସ୍ଥିତ ଥିଲା ।

ଯେ ପର୍ୟ୍ୟନ୍ତ ସ୍କୁଲକୁ ଶିକ୍ଷକ ନ ଆସିଛନ୍ତି ସେ ପର୍ୟ୍ୟନ୍ତ ସ୍କୁଲ ବନ୍ଦ କରି ରାଜରାସ୍ତାରେ ଆନ୍ଦୋଳନ ଜୋର କରିବେ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି । କଟକ ଜିଲ୍ଲାପରିଷଦ ଅଧ୍ୟକ୍ଷ କିଶୋର ମିଶ୍ର ଜାଣିଶୁଣି କାଞ୍ଜିଆପଦା ସ୍କୁଲରୁ କନକ ଦିଦିଙ୍କୁ ଅନ୍ୟତ୍ର ବଦଳି କରିଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ