Masthead

‘କୁସ୍ତି ଜିତିଗଲା, ମୁଁ ହାରିଗଲି’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅଲିମ୍ପିକ୍ସ ଫାଇନାଲରୁ ଅଯୋଗ୍ୟ ଘୋଷିତ ହେବା ପରେ କୁସ୍ତି କ୍ୟାରିୟରରୁ ବିନେଶଙ୍କ ଅଲବିଦା। ସାମାଜିକ ଗଣମାଧ୍ୟମରେ କଲେ ଭାବ ବିହ୍ୱଳ ପୋଷ୍ଟ, କହିଲେ ‘କୁସ୍ତି ଜିତିଗଲା, ମୁଁ ହାରିଗଲି’, ଭାଙ୍ଗିଗଲା ଦେଶ ବାସୀଙ୍କ ସ୍ୱପ୍ନ ଓ ମୋର ସାହାସ। ତାଙ୍କର ପାଖରେ ଆଉ ଅଧିକ ଶକ୍ତି ନାହିଁ। ପ୍ୟାରିସ ଅଲିମ୍ପିକ୍ସରୁ ଅଯୋଗ୍ୟ ହେବା ପରେ ବିନେଶ ବହୁତ ନିରାଶ ହୋଇଛନ୍ତି। ଓଜନ ବୃଦ୍ଧି ପରେ ତାଙ୍କୁ ବୁଧବାର ଅଲିମ୍ପିକ୍ସର ଫାଇନାଲ ମ୍ୟାଚରୁ ଅଯୋଗ୍ୟ କରାଯାଇଥିଲା।

ସୋସିଆଲ ମିଡିଆ ପ୍ଲାଟଫର୍ମରେ ବିନେଶ ଲେଖିଛନ୍ତି ଯେ, “ମାଆ ମୋ ଠାରୁ କୁସ୍ତି ଜିତିଗଲା, ମୁଁ ହାରିଗଲି, କ୍ଷମା କରିବ, ଆପଣଙ୍କ ସ୍ଵପ୍ନ, ମୋ ସାହସ ଭାଙ୍ଗି ଗଲା। ବିଦାୟ କୁସ୍ତି ୨୦୦୧-୨୦୨୪। ଆପଣ ସମସ୍ତଙ୍କ ପାଖରେ ଋଣୀ ରହିବି।” ସ୍ୱର୍ଣ୍ଣ ପଦକ ପ୍ରତିଯୋଗିତାର କିଛି ଘଣ୍ଟା ପୂର୍ବରୁ ବୁଧବାର ସକାଳେ ଓଜନ ପରୀକ୍ଷାରେ ବିଫଳ ହୋଇଥିବାରୁ ବିନେଶ ଅଲିମ୍ପିକ୍ସରୁ ଅଯୋଗ୍ୟ ହୋଇଥିଲେ। ଭାରତୀୟ ମହିଳା ରେସଲରଙ୍କ ଓଜନ ୧୦୦ ଗ୍ରାମ ଅଧିକ ଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା