Masthead

ଦୋକାନ କରିବାକୁ ନେଇ ଗୋଷ୍ଠୀ ସଂଘର୍ଷ

କେନ୍ଦ୍ରାପଡ଼ା  (ବଡ଼ ଖବର ବ୍ୟୁରୋ):  ଦୋକାନ କରିବାକୁ ନେଇ ଗୋଷ୍ଠୀ ସଂଘର୍ଷ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଆଳିରେ । ଦୋକାନ କରିବାକୁ ନେଇ ହିନ୍ଦୁ-ମୁସଲିମଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଛି ।ଏକାଧିକ ଆହାତ ହୋଇଛନ୍ତି । ଆହାତଙ୍କୁ ଆଳି ମେଡିକାଲରେ ଭର୍ତ୍ତି କରାଯାଇଛି । କଟକ ଚାନ୍ଦବାଲି ରାଜ୍ୟ ରାଜପଥକୁ ସଲଗ୍ନ ଆଳି ଆଠକଣିଆ ଛକରେ ଏକ ଜାଗାରେ ଜଣେ ହିନ୍ଦୁ ଲୋକ ଦୋକାନ କରିବା ପାଇଁ ମାଟି ପକାଉଥିବାବେଳେ ସେହି ଅଞ୍ଚଳର କିଛି ମୁସଲମାନ ଲୋକ ତାଙ୍କୁ ବିରୋଧ କରିଥିଲେ ।

ତେବେ ଉଭୟଙ୍କ ମଧ୍ୟରେ ବଚଶା ଓ ପରେ ଗୋଷ୍ଠୀ ସଂଘର୍ଷ ର ରୂପ ନେଇଥିଲା । ତେବେ ଦଙ୍ଗା ପରିସ୍ଥିତିକୁ ଆଶଙ୍କା କରି ବ୍ୟାପକ ପୋଲିସ ମୁତୟନ କରାଯାଇଛି । ଘଟଣାସ୍ଥଳରେ ଆଳି ଥାନା ଅଧିକାରୀ, ପଟ୍ଟାମୁଣ୍ଡାଇ ଏସ୍ଡ଼ିପିଓ ଓ କେନ୍ଦ୍ରାପଡ଼ା ଅତିରିକ୍ତ ଏସପି ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ