Masthead

ବିହାରରେ ଥମୁନି ହିଂସା , ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ବିହାର (ବଡ଼ ଖବର ବ୍ୟୁରୋ): ବିହାରରେ ଥମୁନି ହିଂସା । ହିଂସାର ନିଆଁରେ ଜଳୁଛି ବିହାର । ଆଉ ଏହି ହିଂସାକୁ ନେଇ ଆରମ୍ଭ ହୋଇଛି ରାଜନୀତି । କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ସିଧା ସଳଖ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି । ସେ କହିଛନ୍ତି କି ଯଦି ବିହାରରେ ଚାଲିଥିବା ହିଂସା ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ସୂଚନା ନାହିଁ ତେବେ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ଦିଅନ୍ତୁ । ଏହାସହ ବିହାର ଏବେ ସମ୍ପୂର୍ଣ୍ଣ ଭାବେ ପଶ୍ଚିମବଙ୍ଗର ମମତା ସରକାରଙ୍କ ରାସ୍ତାରେ ଚାଲିଛି ।

ପଶ୍ଚିମବଙ୍ଗରେ ଯେଭଳି ହିନ୍ଦୁମାନଙ୍କ ଉପରେ ଆକ୍ରମଣ କରାଯାଉଛି ବିହାରରେ ମଧ୍ୟ ସମାନ ପରିସ୍ଥିତି ଉପୁଜାଇଛି ନୀତିଶଙ୍କ ସରକାର । ସେପଟେ ରାଜ୍ୟର ସ୍ଥିତିକୁ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା ବିହାର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଅର୍ଲେକରଙ୍କ ସହ କଥା ହୋଇଛନ୍ତି । ଅନ୍ୟପଟେ ଅମିତ୍ ଶାହାଙ୍କୁ ଟାର୍ଗେଟ କରିଛି ନିତୀଶ କୁମାରଙ୍କ ସହ ମେଣ୍ଟ କରିଥିବା ଆରଜେଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ