Masthead

ବଡ଼ଦାଣ୍ଡରେ ବୁଲିଲା ଖଣ୍ଡା, ୩ ଗୁରୁତର

ପୁରୀ(ବଡ଼ ଖବର ବ୍ୟୁରୋ): ପୁରୀରେ ବଡ଼ଦାଣ୍ଡରେ ବୁଲିଲା ଖଣ୍ଡା । ଜୁଆ ଖେଳକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ । ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କଲେ ଦୁର୍ବୃତ୍ତ । ଆକ୍ରମଣରେ ୩ ଯୁବକ ଗୁରୁତର । ଟ୍ରାଫିକ ପୋଲିସଙ୍କ ସାମ୍ନାରେ ୩ ଯୁବକଙ୍କୁ ଖଣ୍ଡାରେ ମରଣାନ୍ତକ ଆକ୍ରମଣ । ଗୁରୁତରଙ୍କୁ ପୁରୀ ସଦର‌ ମୁଖ୍ୟ ଚିକିତ୍ସାଳୟରେ କରାଯାଇଛି ଭର୍ତ୍ତି। ପୁରୀ ମାର୍କେଟ ଛକରେ ଏଭଳି ଘଟଣା ଘଟିଛି । ଗୁରୁତର ଯୁବକ ହେଲେ ହୃଷିକେଶ ପଣ୍ଡା, ଜୁଏଲ ସ୍ୱାଇଁ , ଖଗେଶ୍ୱର ସାହୁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା