Masthead

ହାୱଡାରେ ରାମ ନବମୀ ହିଂସା, ଯାଞ୍ଚ କରିବ ସିଆଇଡି

କୋଲକାତା(ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗର ହାୱଡାରେ ରାମ ନବମୀ ହିଂସା । ଘଟଣାର ଯାଞ୍ଚ କରିବ ସିଆଇଡି । ହୋଇଥିବା ହିଂସାକୁ ନେଇ ରାଜନୀତି ସରଗରମ ରହିଛି । ଏହାରି ଭିତରେ ରାଜ୍ୟ ସରକାର ସିଆଇଡି ତଦନ୍ତ ପାଇଁ ଶନିବାର ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ଅଞ୍ଚଳରେ ପୋଲିସର ପାଟ୍ରୋଲିଂକୁ ମଧ୍ୟ ବୃଦ୍ଧି କରାଯାଇଛି। ଏହି ଘଟଣାର ଯାଞ୍ଚରେ ସିଆଇଡିର ସ୍ପେଶାଲ ଅପରେସନ୍‌ ଗ୍ରୁପ ସହିତ ଅନେକ ବ୍ରାଞ୍ଚ ସାମିଲ ହେବେ। ଏଥିରେ ଡିଆଇଜି ର୍ୟାଙ୍କର ଅଧିକାରୀ ରହିବେବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ହିଂସାକୁ ନେଇ ରାଜ୍ୟର ମୁଖ୍ୟ ବିରୋଧୀ ଦଳ ଭାଜପା ମମତା ସରକାରକୁ ଟାର୍ଗେଟ କରିଥିଲେ। ଏଥିସହ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ଅନେକ ଗୁରୁତର ଅଭିଯୋଗ ଆଣିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା