Masthead

ମହର୍ଷି କଲେଜରେ ଉତ୍ତେଜନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମହର୍ଷି କଲେଜରେ ଉତ୍ତେଜନା । କ୍ୟାମ୍ପସ ବାହାରକୁ ଛାତ୍ରଙ୍କୁ ନେଇ ନିସ୍ତୁକ ପିଟିଲେ ଦୁବୃର୍ତ୍ତ । ପାଖାପାଖି ୧୦ ରୁ ଅଧିକ ଦୁବୃର୍ତ୍ତ ଆକ୍ରମଣ କରିଥିବା ସୂଚନା । ବ୍ୟାଟ, ଲୁହାରଡ଼, ହକି ଷ୍ଟିକରେ ମାଡ଼ ମାରି ୫ ଜଣଙ୍କୁ କରିଛନ୍ତି ଲହୁଲୁହାଣ । ଆକ୍ରମଣ କରିଥିବା ଯୁବକ ଝାରପଡା ଅଞ୍ଚଳର । ଗୁରୁତର ଅବସ୍ଥାରେ ଜଣେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି । ଘଟଣାରେ ସଂପୃକ୍ତ ଥିବା ସମସ୍ତ ଅଣଛାତ୍ରଙ୍କୁ ଖୁବଶୀଘ୍ର ଗିରଫ କରାଯିବ ବୋଲି ସୂଚନା ଦେଇଛି ପୋଲିସ। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ ମୁତୟନ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର 🔴 ପୁଣି ମୁହାଁମୁହିଁ ଇରାନ୍-ଆମେରିକା 🔴 ୩ଟି ଜିଲ୍ଲାରେ ଆହୁରି ବର୍ଷିବ 🔴 ଲୋକଭବନକୁ IGBC ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ 🔴 ମାସେ ହେଲା ଠପ୍‌ ରୋଷେଇ, ଅଙ୍ଗନୱାଡି ଆସୁ ନାହାନ୍ତି ପିଲା 🔴 ବଢୁଛି ବୁଢ଼ାବଳଙ୍ଗ ନଦୀର ଜଳସ୍ତର 🔴 ପ୍ୟାସେଞ୍ଜର ବିମାନ ଉଡ଼ାଇବେ ଅଭିନନ୍ଦନ 🔴 ଭୋଟର ଲିଷ୍ଟରୁ ରାଘବ ଚଢ଼ାଙ୍କ ନାଁ ଗାଏବ 🔴 ମାଫିଆଙ୍କ ଟାର୍ଗେଟରେ କଇଁଛ 🔴 ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ସ୍ଥିତି 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର 🔴 ପୁଣି ମୁହାଁମୁହିଁ ଇରାନ୍-ଆମେରିକା 🔴 ୩ଟି ଜିଲ୍ଲାରେ ଆହୁରି ବର୍ଷିବ 🔴 ଲୋକଭବନକୁ IGBC ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ 🔴 ମାସେ ହେଲା ଠପ୍‌ ରୋଷେଇ, ଅଙ୍ଗନୱାଡି ଆସୁ ନାହାନ୍ତି ପିଲା 🔴 ବଢୁଛି ବୁଢ଼ାବଳଙ୍ଗ ନଦୀର ଜଳସ୍ତର