Masthead

ବୈଠକ ଡାକିଲେ ଅମିତ ଶାହ

ମଣିପୁର  (ବଡ଼ ଖବର ବ୍ୟୁରୋ): ମଣିପୁରରେ ଲାଗିରହିଛି ହିଂସା । ଏ ନେଇ ବୈଠକ ଡାକିଲେ ଅମିତ ଶାହ । ହିଂସା ମାାମଲାରେ ସର୍ବଦଳୀୟ ବୈଠକ ଡାକିଛନ୍ତି ଅମିତ ଶାହ । ଅପରାହ୍ନ ୩ଟାରେ ଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ । ମଣିପୁରରେ ଶାନ୍ତି ରକ୍ଷା ପାଇଁ ହେବ ଆଲୋଚନା । ମଣିପୁର ହିଂସାକୁ ରୋକିବା ପାଇଁ ଅମିତ ଶାହ ଏହି ବୈଠକ ଡାକିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା